ଧୋନୀ ୨ ସପ୍ତାହ ଆଇପିଏଲରୁ ଓହରିଲେ
ଚେନ୍ନାଇ: ଆଇପିଏଲ ୨୦୨୬ ଆରମ୍ଭରୁ ଚେନ୍ନାଇ ସୁପର କି୍ଗସକୁ ଶକ୍ତ ଧକ୍କା ଲାଗିଛି । ଦଳର ଷ୍ଟାର ଖେଳାଳି ମହେନ୍ଦ୍ର ସିଂ ଧୋନୀ ଆଘାତ ସମସ୍ୟା ଯେଗୁ ୨ ସପ୍ତରାହ ପର୍ଯ୍ୟନ୍ତ ଓହରି ଯାଇଛନ୍ତି । ସିଏସକେ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ପ୍ରଶଂସକଙ୍କୁ ଜଣାଇଛନ୍ତି । ମାଂସପେଶୀଜନିତ ସମସ୍ୟା…