ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପଠାଣୀ ସାମନ୍ତ ପ୍ଲାନେଟାରିୟମ୍ରେ ୧୯ତମ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ (ୟାଟ୍ସ)ର ଗ୍ରାଣ୍ଡ ଫିନାଲେ-୨୦୨୫ କାର୍ଯ୍ୟକ୍ରମ ଶନିବାର ଆୟୋଜିତ ହୋଇଯାଇଛି। ଏଥିରେ ସାରା ରାଜ୍ୟର ୩୦ ଜଣ ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କୁ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ…