ଖଣ୍ଡଗିରି ମେଳାକୁ ନେଇ ବିଏମସିର ଗାଇଡଲାଇନ ଜାରି…
ଭୁବନେଶ୍ୱର: ଖଣ୍ଡଗିରି ମେଳାକୁ ନଜରରେ ରଖି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ତରଫରୁ ମଙ୍ଗଳବାର ଦିନ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ଚଳିତ ବର୍ଷ ମହୋତ୍ସବ ସମୟରେ ଶୃଙ୍ଖଳା ଏବଂ ସାଂସ୍କୃତିକ ପବିତ୍ରତା ବଜାୟ ରଖିବା ନେଇ ବିଏମସି ସୂଚନା ଦେଇଛି।
ବିଏମସିର ବରିଷ୍ଠ…