ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ୨୦୨୬ ପାଳିତ
ଭୁବନେଶ୍ୱର: ସ୍ୱାଭିମାନ ସହଯୋଗରେ କେତକୀ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ଭୁବନେଶ୍ୱରର ଭାରତୀୟ ବିଦ୍ୟା ଭବନରେ ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ଅବସରରେ ସାହିତ୍ୟିକ ଅଭିବ୍ୟକ୍ତି ଓ ସାମାଜିକ ସଚେତନତାର ଏକ ସୁନ୍ଦର ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ…