Indoor swimming pool: ତମାଣ୍ଡୋରେ ଅତ୍ୟାଧୁନିକ ଇନଡୋର ସୁଇମିଂ ପୁଲ୍ ଉଦ୍ଘାଟିତ
ଭୁବନେଶ୍ୱର: ଭୁବନେଶ୍ୱର ତମାଣ୍ଡୋ ସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ (GCPE) ପରିସରରେ ଆଜି ଏକ ନୂତନ ୨୫ ମିଟର ବିଶିଷ୍ଟ ଇନଡୋର ସୁଇମିଂପୁଲର ଶୁଭ ଉଦଘାଟନ ହୋଇଯାଇଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରକଳ୍ପର…