ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫:ମହିଳା ପ୍ରି କ୍ୱାର୍ଟରରେ ଉନ୍ନତି, ଅନମୋଲ,…
କଟକ : କଟକ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ,"ଓଡିଶା ମାଷ୍ଟର୍ସ ୨୦୨୫"ର ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ ସମସ୍ତ ବିଭାଗର ୭୬ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଅଛି । ଦ୍ଵିତୀୟ ଦିନରେ…