ପର୍ଯ୍ୟଟକ ମହିଳାଙ୍କୁ ଦୁଷ୍କର୍ମ ମାମଲା;ଦୋଷୀକୁ ୧୦ ବର୍ଷ କାରାଦଣ୍ଡ ସହ ୧୦,୦୦୦ ଟଙ୍କା ଅର୍ଥଦଣ୍ଡ
ରାୟଗଡା: ଜିଲ୍ଲାରେ ଜଣେ ପର୍ଯ୍ୟଟକ ମହିଳାଙ୍କୁ ଦୁଷ୍କର୍ମ ସଂପର୍କିତ ଏକ ସମ୍ବେଦନଶୀଳ ମାମଲାରେ ରାୟଗଡା ଜିଲ୍ଲା ଅତିରିକ୍ତ ଜିଲ୍ଲା ବିଚାରପତି ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତକୁ କଠୋର ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏହି ମାମଲାରେ ଭାରତୀୟ ନ୍ୟାୟ ସଂହିତା ଧାରା ୬୪(୧) ଅନୁଯାୟୀ…