Latest Odisha News

BREAKING NEWS

ଦେଓମାଳି ବୁଲିବାକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ଦୁର୍ବୃତ୍ତଙ୍କ ଅତର୍କିତ ଆକ୍ରମଣ, ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି:ଶୁକ୍ରବାର ସନ୍ଧ୍ୟାରେ ପ୍ରସିଦ୍ଧ ଦେଓମାଳି ବୁଲିବାକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ଅତର୍କିତ ଆକ୍ରମଣ । ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରି ଲହୁଲୁହାଣ କରିଥିବା ନେଇ କୋଟିଆ ଥାନାରେ ଲିଖିତ ଅଭିଯୋଗ ହୋଇଛି।…

MMDR Bill 2026: MMDR ସଂଶୋଧନ ବିଲ୍-୨୦୨୬କୁ ନେଇ ସାଂସଦଙ୍କ ପ୍ରତିକ୍ରିୟା;ନବୀନଙ୍କ ପତ୍ରର ଉତ୍ତର ରଖିଲେ…

ଭୁବନେଶ୍ବର:MMDR ସଂଶୋଧନ ବିଲ୍-୨୦୨୬(MMDR Amendment Act, 2026)କୁ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପତ୍ରର ଉତ୍ତର ରଖିଛନ୍ତି ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ତଥ୍ୟକୁ ଗୋପନ ରଖି ମିଛରେ ଭୟ ସୃଷ୍ଟି କରି ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରିବା ଅନୁଚିତ୍ ବୋଲି ଧର୍ମେନ୍ଦ୍ର ପ୍ରଧାନ…

FSSAI in Action: FSSAIର ବଡ଼ କାର୍ଯ୍ୟାନୁଷ୍ଠାନ: ଏଭରେଷ୍ଟ ଓ ଏଲଜି ହେଙ୍ଗୁ ବିକ୍ରି ଉପରେ କଟକଣା

ନୂଆଦିଲ୍ଲୀ: ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ ଗୋଟିଏ ପରେ ଗୋଟିଏ କମ୍ପାନୀ ଉପରେ ଚଢା଼ଉ କରୁଛି ଓ ପ୍ରଡକ୍ଟ ବ୍ୟାନ୍ କରୁଛି। । ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବଜ୍ରାଘାତ ନେଲା ମହିଳା ଚାଷୀଙ୍କ ଜୀବନ…୪ ଗୁରୁତର

ରାଇରଙ୍ଗପୁର: ବିଲରୁ ଫେରୁଥିବା ବେଳେ ବଜ୍ରାଘାତରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୪ ଜଣ ଚାଷୀ ଆହତ ହୋଇଥିବା ସୂଚନା ରହିଛି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଅଞ୍ଚଳରେ ଏହି ଅଘଟଣ ଘଟିଛି । ଖବରମୁତାବକ, ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ବଣକାଟି ଗ୍ରାମର ୫ ଜଣ ମହିଳା ବଣମୁଣ୍ଡା…

ସୁଭଦ୍ରା ଟଙ୍କା ଦେଲାନି ବୋଲି ସ୍ତ୍ରୀକୁ ମାରି ବାଡ଼ିପଟେ ପୋତିଦେଲା ସ୍ୱାମୀ !

ଇନ୍ଦିପୁର:ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗ। ସ୍ତ୍ରୀକୁ ପିଟି ପିଟି ହତ୍ୟା ପରେ ପାଇଖାନା ଟାଙ୍କିରେ ପୋତି ଦେଇଛି ମଦ୍ୟପ ସ୍ବାମୀ । ଢେଙ୍କାନାଳ ଜିଲ୍ଲା ଇନ୍ଦିପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ମହିଳା ଜଣଙ୍କ ଇନ୍ଦିପୁର ଜୁଆଙ୍ଗ…

ହଠାତ୍ ପ୍ରଚୁର ପଇସା ମିଳିବା ମୋତେ ପ୍ରାୟ ନଷ୍ଟ କରି ଦେଇଥିଲା: ରବିନ୍ ଉଥପ୍ପା

ନୂଆଦିଲ୍ଲୀ: କ୍ରିକେଟର ରବିନ ଉଥପ୍ପାଙ୍କ ଏକ ପୋଷ୍ଟ ଏବେ ଚର୍ଚ୍ଚାର କାରଣ ସାଜିଛି । ସେ ସ୍ପଷ୍ଟ ଭାବେ ଲେଖିଛନ୍ତି ଆଇପିଏଲ ପଦାର୍ପଣରେ କୋଟି କୋଟି ଟଙ୍କା ମିଳିବା ମୋତେ ନଷ୍ଟ କରି ଦେଇଥିଲା । ଏବେକାର ଯୁବପିଢ଼ୀ ଏଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ୨୦୦୮ରେ ମାତ୍ର ୨୨ ବର୍ଷ…

PG Dentists:ଦନ୍ତ ଚିକିତ୍ସକଙ୍କ ପାଇଁ ୨୦ ହଜାର ପ୍ରୋତ୍ସାହନ ରାଶି ଘୋଷଣା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି। ସରକାରଙ୍କ ନୂତନ ନିଷ୍ପତ୍ତି ଅନୁସାରେ, ଏନଏମସି ଦ୍ୱାରା ସ୍ୱୀକୃତ…

ମହିଳା ବିରୋଧୀ ହିଂସାରେ ଦଣ୍ଡବିଧାନ ହାର ୪୦ରୁ ଅତି କମ୍‌ରେ ୭୫%କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର:ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର…

କଲମ୍ବୋ ଟେଷ୍ଟ: ଗମ୍ଭୀର ଏବଂ ଗିଲଙ୍କ ମଧ୍ୟରେ ନିଷ୍ପତ୍ତିକୁ ନେଇ ମତଭେଦ

କଲମ୍ବୋ:  ଭାରତୀୟ ଦଳ ଦୀର୍ଘ ୯ ବର୍ଷ ପରେ ଶ୍ରୀଲଙ୍କା ମାଟିରେ ଟେଷ୍ଟ ସିରିଜ୍ ୧-୦ରେ ଜିତି ଟ୍ରଫି ହାସଲ କରିଛି । ତେବେ କଲମ୍ବୋରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ସୁବିଧାଜନକ ସ୍ଥିତିରେ ଥାଇ ମଧ୍ୟ ମ୍ୟାଚ୍ ଡ୍ର' ହେବା ପ୍ରଶଂସକଙ୍କୁ କିଛିଟା ନିରାଶ କରିଛି । ଭାରତ ପ୍ରଥମ ଇନିଂସରେ ୫୦୩/୯…

ଡ୍ରାଭିଡ ଓ ପୂଜାରାଙ୍କ ସ୍ଥାନ ଭରଣା କରିବେ ଦେବଦତ ପାଡିକ୍କଲ

ନୂଆଦିଲ୍ଲୀ: ରାହୁଲ ଡ୍ରାଭିଡ ଓ ଚେତେଶ୍ୱର ପୂଜାରାଙ୍କ ପରେ ଭାରତୀୟ ଟେଷ୍ଟ କ୍ରିକେଟ ଟିମର ୩ ନମ୍ବର ସ୍ଥାନ ପାଇଁ ଉପଯୁକ୍ତ ଖେଳାଳି ମିିଳିପାରୁ ନ ଥିଲେ । ଶ୍ରୀଲଙ୍କା ବିପକ୍ଷ ସିରିଜରେ ଦେବଦତ ପାଡିକ୍କଲ ୨ଟି ଶତକ ମାରି ନିଜ ଦକ୍ଷତା ପ୍ରମାଣିତ କରିଛନ୍ତି । ଡ୍ରାଭିଡ ଓ ପୂଜାରାଙ୍କ ସ୍ଥାନ…