Latest Odisha News

BREAKING NEWS

କଂଗ୍ରେସ କୁ ବଡ ଝଟକା, ହାତ ଛାଡିଲେ ପିସିସି ଉପସଭାପତି

ଭୁବନେଶ୍ବର: ମୁଣ୍ଡ ଉପରେ ସାଧାରଣ ନିର୍ବାଚନ । ଏହା ପୂର୍ବରୁ କଂଗ୍ରେସକୁ ମିଳିଛି ବଡ ଝଟକା । ଦଳ ଛାଡିଲେ ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ । ସେ ଆଜି ତାଙ୍କର ଇସ୍ତଫା ପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ତେବେ ସେ ଦଳ ଛାଡିବା ପଛର କାରଣ ଜଣାପଡିନାହିଁ…

ସପ୍ତମଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ

ନୂଆଦିଲ୍ଲୀ: ଲଗାତାର ସପ୍ତମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର ମନିଟରିଂ ପଲିସି କମିଟିର ମିଟିଂରେ ଏହି ନିଷ୍ପତ୍ତି ନିଆଯାଇଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ରେପୋ ରେଟ୍ ତଥା ସୁଧ ହାର ଅପବର୍ତ୍ତିର୍ତ…

ପୁରୀ ପୋଲିସକୁ ବଡ ସଫଳତା, ଉଦ୍ଧାର ହେଲେ ୧୪୫ ନିଖୋଜ ଶିଶୁ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ ସଫଳତା । ୧୪୫ ଜଣ ନିଖୋଜ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ଏହି ପିଲାମାନେ ଗତ ଦେଢ ମାସ ହେବ ନିଖୋଜ ଥିଲା । ଆଜି ସମସ୍ତ ନାବାଳକ ଓ ନାବାଳିକାଙ୍କୁ ଉଦ୍ଧାର କରିଛି ପୋଲିସ । ଉଦ୍ଧାର ପରେ ପିଲାମାନଙ୍କୁ ସେମାନଙ୍କ ପରିବାରଲୋକଙ୍କୁ…

ନବୀନଙ୍କ ଗଡରେ ବିଜେପି ଚକ୍ରବ୍ୟୂହ!

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଡରେ ବିଜେପି ଚକ୍ରବ୍ୟୁହ! ହିଞ୍ଜିଳି ଘେରିବାକୁ ଚବିଶ ପ୍ଲାନ୍! ନବୀନଙ୍କ ବିପକ୍ଷରେ ଶିଶିର ମିଶ୍ର ପ୍ରାର୍ଥୀ । ବିଜେଡିର ସବୁଠୁ ହାଇପ୍ରୋଫାଇଲ୍ ସିଟରେ ଚମକାଇବ କି ଫଳାଫଳ? ଦଳ ଗଠନ ପରଠୁ ବିଜେଡିର ଅଭେଦ୍ୟ ଦୁର୍ଗ ରହିଛି ହିଞ୍ଜିଳି । ୨୦୦୦…

ସାପ୍ତାହିକ ହାଟରେ ବୋମା ମାଡ, ଗୋରୁ ବେପାରୀଙ୍କଠାରୁ ଲୁଟିନେଲେ ୧୪ ଲକ୍ଷ ଟଙ୍କା ଓ ବୋଲେରୋ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଜିରାଳ ସାପ୍ତାହିକ ହାଟରେ ବୋମା ମାଡ । ୫ଜଣ ଦୁର୍ବୃତ୍ତ ବୋମାମାଡ଼ କରି ଗୋରୁ ବେପାରୀଙ୍କଠାରୁ ଲୁଟିନେଲେ ୧୪ ଲକ୍ଷ ଟଙ୍କା ଓ ବୋଲେରୋ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ମୁତାବକ, ଆଜି ସକାଳେ କିଛି…

ରାଜ୍ୟରେ ଦୁଇ ନୂଆ ଏସ୍‌ପି ଓ ଜଣେ ଡିସିପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ରାଜ୍ୟରେ ଦୁଇ ଜଣ ଏସପି ଓ ଜଣେ ଡିସିପିଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରିବାକୁ ନିର୍ବାଚନ କମିସନ ଅନୁମତି ଦେଇଛନ୍ତି । ଏହି ୩ ଅଧିକାରୀଙ୍କୁ କଟକ, ଅନୁଗୁଳ ଓ ରାଉରକେଲା ଏସପି ଭାବେ ଦାୟିତ୍ୱ ମିଳିଛି । କଟକ ଡିସିପି ଭାବେ ପ୍ରକାଶ ଆର୍‌ ଙ୍କୁ ନିଯୁକ୍ତି ମିଳିଥିବା ବେଳେ, ବ୍ରିଜେଶ…

ବଂଶବାଦ ରାଜନୀତି: କେଉଁ ଦଳ ଆଗୁଆ?

ଭୁବନେଶ୍ବର: ନାଁ ବଦଳିଲା, ଟିକେଟ୍ ଘରେ ରହିଲା । ବାପାଙ୍କ ପରେ ପୁଅ ଜଗିବେ ଗଡ ! ମଇଦାନକୁ ଓହ୍ଲାଇଲେ ପୁଅ, ଝିଅ । ପରଦା ପଛରୁ ବିରୋଧୀଙ୍କୁ ମାତ୍ ଦେବାକୁ ଗୋଟି ଚଳାଇବେ ନେତା । ବିବାଦ ହେଉ କି ବୟସ ବାଧା, ନେତାଙ୍କ ଗଡ ଜଗିବେ ଉତ୍ତରାଧିକାରୀ ! ରାଜ୍ୟର ତିନି ପ୍ରମୁଖ ଦଳର ଟିକେଟ୍…

ଆହୁରି ଦୁଇ ଦିନ ତାତିରୁ ନିସ୍ତାର ନାହିଁ, ୭ ପରେ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ବର: ଅସହ୍ୟ ଗରମକୁ ଭୀଷଣ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି ରାଜ୍ୟବାସୀ । ଡହଡହ ଖରାରେ ସିଝୁଛି ଓଡ଼ିଶା । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍ ଛୁଇଁଛି । ୧୧ ସହରରେ ପାରଦ ୪୦ ଟପିଛି । ଆଗକୁ ଆହୁରି ଗରମ ହେବା ନେଇ ଆକଳନ କରିଛି ପାଣିପାଗ…

ଲୋକସଭା ନିର୍ବାଚନରେ ମତଦାନ ହାର ବୃଦ୍ଧି ପାଇଁ ନିର୍ବାଚନ ଆୟୋଗଙ୍କ ପ୍ରୟାସ

ନୂଆଦିଲ୍ଲୀ: କମ୍‌ ମତଦାନ ହାର ରହିଥିବା ୧୧ଟି ରାଜ୍ୟର ନିର୍ଦ୍ଦିଷ୍ଟ ସହରାଞ୍ଚଳ ମହାନଗର ନିଗମ ଆୟୁକ୍ତ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ନିର୍ବାଚନ ଆୟୋଗ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ । ମତଦାନ ହାର ବୃଦ୍ଧି ପାଇଁ ପ୍ରଥମ ଥର ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଏଭଳି ଏକ ପ୍ରୟାସ…

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ଭିକେ ପାଣ୍ଡିଆନଙ୍କୁ ବହିଷ୍କାର କରାଯାଉ: ବିଜେପି

ଭୁବନେଶ୍ୱର: ରାଜ୍ୟରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି । ଏହି ସମୟରେ ସରକାରୀ ଅଧିକାରୀମାନେ ସିଧାସଳଖ ଭାବରେ ରାଜନୈତିକ କାର୍ଯ୍ୟକ୍ରମରେ ଭାଗ ନେଇପାରିବେ ନାହିଁ । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯେଉଁ ଅଫିସରମାନଙ୍କ ତାଲିକା ରହିଛି ସେହି ତାଲିକାର ୧ ନମ୍ବରରେ…