ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ: ବିଏନଏସ ୧୬୩ ଜାରି, ୪ ଦିନ ବନ୍ଦ ରହିବ ସ୍କୁଲ
ମାଲକାନଗିରି: ମାଲକାନଗିରି ଜିଲ୍ଲାର ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ଉତ୍ତେଜନା ପରେ BNS ୧୬୩ ଜାରି କରାଯାଇଛି । ଉଭୟ ଗାଁର ୧୦ କିମି ପରିଧି ମଧ୍ୟରେ ୧୬୩ ଜାରି ହୋଇଛି । ପୋଲିସ ଓ ବିଏସଏଫ୍ ଯବାନ ମୁତୟନ ରହିଛନ୍ତି । ଏମ୍ଭି ୨୬ରେ ଥିବା ଆବାସିକ ବିଦ୍ୟାଳୟ ୪ ଦିନ ପାଇଁ ଛୁଟି…