Latest Odisha News

BREAKING NEWS

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ତଡ଼ାଯିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଆଇନକୁ ହାତକୁ ନନେବାକୁ ସରକାରଙ୍କ ଅପିଲ

ଭୁବନେଶ୍ୱର: ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଆକ୍ରମଣ ପରେ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦେଶର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ ହେଉଥିବାର ଭିଡିଓ ଭାଇରାଲ ହେଉଛି। ଓଡ଼ିଶାରେ ବି ସମାନ ସ୍ଥିତି। ରାଜ୍ୟର ବିଭିନ୍ନ ସ୍ଥାନରେ ବାଂଲାଦେଶୀଙ୍କ ଉପରେ ଆକ୍ରମଣ କରାଯାଉଛି।…

Rath Yatra: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼ ଅଭିମୁଖେ ଯାତ୍ରା କରିଛନ୍ତି।…

New Year Celebration: ଓଡିଶାରେ ଆରମ୍ଭ ହେଲା ‘ମିଶନ ସୁରକ୍ଷା ୨୦୨୬’; ଜିରୋ ନାଇଟ୍ ପାଇଁ ରାତିସାରା…

ଭୁବନେଶ୍ବର: ଜିରୋ ନାଇଟ୍ ପାଇଁ କମିଶନରେଟ୍ ପୁଲିସର ନିର୍ଦ୍ଦେଶନାମା। ରାସ୍ତା କଡ଼ରେ ସେଲିବ୍ରେସନ୍ ମନା। ସେଲିବ୍ରେସନ୍ ର ଜାଗା ଚିହ୍ନଟ କରିବାକୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଇଭେଣ୍ଟ ପାଇଁ ଅନୁମତି ମିଳିଛି କି ନାହିଁ ତଦାରଖ କରିବାକୁ କୁହାଯାଇଛି। ରାତିରେ ନିରନ୍ତର…

ନୂଆ ବର୍ଷରେ ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ

ପୁରୀ: ଇଂରାଜୀ ନବବର୍ଷ ପୂର୍ବରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ। ଭିଡକୁ ନଜରରେ ରଖି ପ୍ରଶାସନ ତରଫରୁ ହୋଇଛି ଜୋରଦାର ପ୍ରସ୍ତୁତି। ଶ୍ରୀକ୍ଷେତ୍ର ଜଗିବେ ୬୦ ପ୍ଲାଟୁନ୍ ପୋଲିସ ଫୋର୍ସ। ମେଡିକାଲ ଛକରୁ ଶ୍ରୀମନ୍ଦିର, ମେଡିକାଲ ଛକରୁ ବେଳାଭୂମି ପର୍ଯ୍ୟନ୍ତ ଚାରି ଚକିଆ ନିଷେଧ। ମାର୍କେଟ ଛକରୁ…

ଦିିନିକିଆ ଦଳରେ ସ୍ଥାନ ପାଇବା ପାଇଁ ବିଜୟ ହଜାରେ ଟ୍ରଫିକୁ ଟାର୍ଗେଟ କରୁଛନ୍ତି ଅଭିଷେକ

ନୂଆଦିଲ୍ଲୀ: ଭାରତୀୟ ଟି୨୦ ଟିମର ବିସ୍ଫୋରକ ଓପନର ଅଭିଷେକ ଶର୍ମା ଏଥର ଦିିନିକିଆ ଦଳରେ କିପରି ସ୍ଥାନ ପାଇବେ ସେ ନେଇ ସଂଘର୍ଷ ଆରମ୍ଭ କରି ଦେଇଛନ୍ତି । ଚଳିତ ବିଜୟ ହଜାରେ ଟ୍ରଫିକୁ ସେ ଏଥିନେଇ ଟାର୍ଗେଟ କରିଛନ୍ତି । ତାଙ୍କୁ ମିଳିଥିବା ସୁଯୋଗକୁ ସେ ହାତଛଡା କରୁ ନାହାନ୍ତି । ଏପରିକି ସେ…

Cases Registered: ଏହି ସହରରେ ବର୍ଷକରେ ରୁଜୁ ହୋଇଛି ୯ ହଜାର ୨ ଶହ କେସ୍‌

କଟକ: ୨୦୨୫ରେ କଟକ ସହରରେ ଥିବା ୨୧ଟି ଥାନାରେ ମୋଟ ୯ ହଜାର ୧୩୯ଟି ମାମଲା ରୁଜୁ ହୋଇଛି । ଯାହାକି ୨୦୨୪ ମସିହା ତୁଳନାରେ ପ୍ରାୟ ୨ ହଜାର ଅଧିକ ଅଟେ । କେବଳ ସଦର ଥାନାରେ ଚଳିତ ବର୍ଷ ପ୍ରାୟ ରେକର୍ଡ ସଂଖ୍ୟକ ୧ ହଜାର ମାମଲା ରୁଜୁ ହୋଇଛି । ଯାହାକି ଥାନା ପାଇଁ ଚିନ୍ତାକର ବିଷୟ ପାଲଟିଛି ।…

ବୁଲା କୁକୁରଙ୍କ ଗଣତି କରିବେ କି ଶିକ୍ଷକ; ଉତ୍ତର ରଖିଲେ ସରକାର…

ନୂଆଦିଲ୍ଲୀ: କୌଣସି ସ୍କୁଲ ଶିକ୍ଷକଙ୍କୁ ବୁଲା କୁକୁର ଗଣନା ପାଇଁ ନିଯୁକ୍ତ କରାଯାଇନାହିଁ। ଦିଲ୍ଲୀ ସରକାରଙ୍କ ସୂତ୍ର ଅନୁଯାୟୀ ଶିକ୍ଷକମାନଙ୍କୁ ବୁଲା କୁକୁର ଗଣନା ପାଇଁ ନିଯୁକ୍ତ କରାଯିବା ସମ୍ବନ୍ଧୀୟ ଖବର ଭୁଲ। ଏନେଇ ଶିକ୍ଷା ବିଭାଗ ମଧ୍ୟ ଏକ ସ୍ପଷ୍ଟ ସ୍ପଷ୍ଟୀକରଣ ଜାରି କରିବ। ସରକାରୀ…

ନନ୍ଦନକାନନର ୬୬ ତମ ପ୍ରତିଷ୍ଠା ଦିବସ; ନୂଆ ଜନ୍ତୁଙ୍କୁ ନାଁ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ୬୬ ବର୍ଷରେ ପଦାର୍ପଣ କରିଛି ଓଡ଼ିଶାର ଗର୍ବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ୧୯୬୦ ମସିହା ଡିସେମ୍ବର ୨୯ ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ଏହି ପ୍ରାଣି ଉଦ୍ୟାନ । ଏହି ଅବସରରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ଖେଳି ନ ପାରନ୍ତି ହାର୍ଦ୍ଦିକ, ବୁମରାହ

ନୂଆଦିଲ୍ଲୀ: ଭାରତ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଦିିନିକିଆ ସିରିଜ ଖେଳିବ । ରିପୋର୍ଟ ମୁତାବକ ଭାରତର ଦୁଇ ଅଭିଜ୍ଞ ଖେଳାଳି ଯଶପ୍ରୀତ ବୁମରାହ ଓ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବିଶ୍ରାମ ଦିଆଯାଇ ପାରେ । ୨୦୨୬ର ବ୍ୟସ୍ତବହୂଳ କାର୍ଯ୍ୟସୂଚୀକୁ ଦେଖି ବିସିସିଆଇ ଖେଳାଳିଙ୍କ…

ଜାଡରେ ଥରୁଛି ଓଡ଼ିଶା; ଜି ଉଦୟଗିରିରେ ସବୁଠୁ ଅଧିକ ଥଣ୍ଡା…

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ଜାରି ରହିଛି। ଏହାରି ମଧ୍ୟରେ ସୋମବାର ୧୫ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି। କନ୍ଧମାଳର ଜି ଉଦୟଗିରି ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟର ସବୁଠାରୁ ଥଣ୍ଡା ସ୍ଥାନ ପାଲଟିଛି। ଏହା ପରେ କୋରାପୁଟର ସେମିଲିଗୁଡା ୫.୪…