ଉଷା ପଢ଼ୀଙ୍କ ସହ ଆମେ ଭୁବନେଶ୍ୱରିଆ ପ୍ରତିନିଧିମଣ୍ଡଳର ସାକ୍ଷାତ;୨୦୨୫ ଗେଜେଟ୍ ବିଜ୍ଞପ୍ତି ଅଧୀନରେ ନିୟମିତକରଣ ପାଇଁ…
ଭୁବନେଶ୍ୱର:ଆମେ ଭୁବନେଶ୍ୱରିଆ, ଭୁବନେଶ୍ୱର ଉନ୍ନୟନ ପରିଷଦ, ଜନ ଜାଗରଣ ତଥା ସହଯୋଗୀ ଆବାସିକ କଲ୍ୟାଣ ସମିତି, ହାଉସିଂ ସୋସାଇଟି ଓ ଛୋଟ ବ୍ୟବସାୟୀଙ୍କ ଏକ ପ୍ରତିନିଧିମଣ୍ଡଳ ଆଜି ଗୃହ ଓ ନଗର ବିକାଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପଢ଼ୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ…