Latest Odisha News

BREAKING NEWS

କେଜ୍ରିଓ୍ବାଲ୍‌ ଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବାକୁ ଦ୍ୱିତୀୟ ଆବେଦନକୁ ପ୍ରତ୍ୟାଖ୍ୟାନ କଲେ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନିତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏହି ସମୟ ଭିତରେ କେଜ୍ରିୱାଲଙ୍କୁ କୋର୍ଟରୁ ଏକ ବଡ ଆଶ୍ୱସ୍ତି ମିଳିଛି । କେଜ୍ରିୱାଲଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଆଉ ଏକ ଆବେଦନକୁ ଦିଲ୍ଲୀ ହାଇକୋର୍ଟ…

କଂଗ୍ରେସ ଛାଡିବାର କିଛି ସମୟ ପରେ ବିଜେପିରେ ସାମିଲ ହେଲେ ଗୌରବ

ନୂଆଦିଲ୍ଲୀ: ବିଜେପିରେ ଯୋଗଦେଲେ ଗୌରବ ବଲ୍ଲଭ । କଂଗ୍ରେସ ଛାଡ଼ିବାର କିଛି ସମୟ ପରେ ବିଜେପିରେ ଯୋଗ ଦେଇଛନ୍ତି ବଲ୍ଲଭ। ଆଜି ସକାଳେ ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଥିଲା । ଏହାର କିଛି ସମୟ ପରେ ବିଜେପି ସାଧାରଣ ସଚିବ ବିନୋଦ ତାୱଡେଙ୍କ…

ଧରାପଡିଲେ ୨ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀ, ୭୫ଲକ୍ଷର ଗଞ୍ଜେଇ ଜବତ କଲା ଏସଟିଏଫ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ପୋଲିସକୁ ମିଳିଲା ବଡ ସଫଳତା । ବିପୁଳ ପରିମାଣରେ ଗଞ୍ଜେଇ ଆନ୍ତଃରାଜ୍ୟ ଚୋରା ଚାଲାଣ ହେଉଥିବା ବେଳେ ପୋଲିସ ଏହି ଚାଲାଣକୁ ରୋକିବାରେ ସଫଳ ହୋଇଛି । ଗଞ୍ଜେଇ ଚୋରା ଚାଲାଣ ହେବା ଖବର ପୋଲିସ ପାଇବା ପରେ ପୋଲିସର ସ୍ବତନ୍ତ୍ର ସ୍କାର୍ଡ ବେଶ ତତ୍ପର ହୋଇ ପଡିଥିଲେ l…

୨୦ ଫୁଟ୍ ଗଭୀର ବୋରୱେଲ ଭିତରେ ଫସିଛି ଦୁଇ ବର୍ଷର ଶିଶୁ, ଉଦ୍ଧାର କାର୍ଯ୍ୟ ଜାରି

ବେଙ୍ଗାଲୁରୁ: ପୁଣି ମୁକୁଳା ବୋରଓ୍ବେଲରେ ଖସିପଡିଲା ଶିଶୁ । ଘର ବାହାରେ ଖେଳୁଥିବା ସମୟରେ ନିକଟରେ ଥିବା ଏକ ୨୦ ଫୁଟ୍ ର ବୋରୱେଲରେ ପଡ଼ିଯାଇଛି ଦୁଇ ବର୍ଷର ଶିଶୁ । ପିଲାଟିକୁ ଉଦ୍ଧାର କରିବାକୁ ଆରମ୍ଭ ହୋଇଛି ରେସକ୍ୟୁ ଅପରେସନ । ଏଭଳି ଦୁଃଖଦ ଘଟଣା ଘଟିଛି ର୍ଣ୍ଣାଟକାର ବିଜୟପୁରା ଜିଲ୍ଲାର…

ବିଜେଡି ଛାଡିଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା

ଭୁବନେଶ୍ଵର: ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡିକୁ ଝଟକା । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ…

ସତ୍ୟପାଠ ଦାଖଲ କଲେ ରାହୁଲ, ତାଙ୍କ ପାଖରେ ଅଛି ମାତ୍ର ନଗଦ ୫୫ ହଜାର ଟଙ୍କା

ନୂଆଦିଲ୍ଲୀ: ବୁଧବାର କେରଳର ଓ୍ବାୟନାଡ଼ ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ନାମାଙ୍କନ ଭରିବା ସମୟରେ ସତ୍ୟପାଠରେ ତାଙ୍କ ସମ୍ପତ୍ତି ବାବଦରେ ଉଲ୍ଲେଖ କରିଛନ୍ତି । ସତ୍ୟପାଠ ଅନୁସାରେ, ତାଙ୍କ ପାଖରେ ଏବେ ମାତ୍ର ୫୫ହଜାର ଟଙ୍କା ନଗଦ ଟଙ୍କା ରହିଛି ।…

ପୁଣି ଥରିଲା ଜାପାନ: ୬.୩ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ । ପୂର୍ବ ଉପକୂଳ ହନସୁ ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା…

ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ରାମ, ସୀତା ଓ ଲକ୍ଷ୍ମଣ

ମେରୁଟ: ରାମଙ୍କ ପାଇଁ ପ୍ରଚାର କରିବେ ସୀତା ଓ ଲକ୍ଷ୍ମଣ । ପ୍ରଚାର ମଇଦାନକୁ ଓହ୍ଲାଇବେ ରାମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଏବଂ ଲକ୍ଷ୍ମଣଙ୍କ ଭୂମିକାରେ ଅଭିନୟ କରିଥିବା ଅଭିନେତା ଦୀପିକା ଚିଖଲିଆ ଏବଂ ସୁନୀଲ ଲାହରୀ । ଦୁହେଁ ବିଜେପି ପ୍ରାର୍ଥୀ ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିବେ। ଏହା…

ମହିଳାମାନଙ୍କୁ କିପରି ସମ୍ମାନ ଦିଆଯାଏ ତାହା ପ୍ରଧାନମନ୍ତ୍ରୀଙ୍କ ଠାରୁ ଶିଖ: ହେମା ମାଳିନୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରଣଦୀପ ସୁରଜେୱାଲାଙ୍କ ବୟାନକୁ ନେଇ ସିଧାସଳଖ ଟାର୍ଗେଟ କଲେ ବିଜେପି ସାଂସଦ ହେମା ମାଳିନୀ । ଉତ୍ତରପ୍ରଦେଶର ମଥୁରା ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେମା ମାଳିନୀ ତାଙ୍କ ନାମାଙ୍କନ ଭରିବା ପୂର୍ବରୁ କଂଗ୍ରେସ ନେତା ରଣଦୀପଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ସେ…

ଚିରାଗ ପାଶ୍ୱାନଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣି ଦଳ ଛାଡ଼ିଲେ ୨୨ ନେତା

ପାଟନା: ମୁଣ୍ଡ ଉପରେ ନିର୍ବାଚନ ଥିବାବେଳେ ଯୋରଦାର ଚାଲିଛି ନେତାଙ୍କ ଦଳ ବଦଳ ପର୍ବ । ଏହାରି ଭିତରେ ବିହାରରେ ଲୋକ ଜନଶକ୍ତି ପାର୍ଟି(ରାମ ବିଲାଶ)ର ନେତା ଚିରାଗ ପାଶୱାନଙ୍କୁ ଲାଗିଛି ଶକ୍ତ ଝଟକା । ଏକାଥରରେ ୨୨ ଜଣ ନେତା ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରାର୍ଥୀ ଚୟନରେ ଚିରାଗଙ୍କ…