ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର: ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ। ନିୟମ ମାନିବାକୁ ସବୁ ବ୍ୟବସାୟୀକ ପ୍ରତିଷ୍ଠାନକୁ କଡ଼ା ନିର୍ଦ୍ଦେଶ ଦେଇଛି BMC। ପ୍ରତ୍ୟେକ ପ୍ରତିଷ୍ଠାନ ଦୋକାନ ପରିସରରେ ବର୍ଜ୍ୟର ସଂରକ୍ଷଣ କରିବା ବାଧ୍ୟତାମୂଳକ।
ଏହାସହ!--StartFragment>…