Latest Odisha News

ହନୁମାନଙ୍କ ଫଟୋ ଲଗାଇ ପୂନର୍ବାର ଚର୍ଚ୍ଚାରେ ୱାର୍ଣ୍ଣର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ମଙ୍ଗଳବାର ତାଙ୍କ ଇନଷ୍ଟାଗ୍ରାମ ଆକାଂଉଟରେ ମହାବୀର ହନୁମାନଙ୍କ ଫଟୋ ଲଗାଇ ଚର୍ଚ୍ଚାକୁ ଆସିଛନ୍ତି । ଖୁବ କମ ସମୟରେ ଏହି ଫଟୋ ଭାଇରାଲ ହୋଇଯାଇଛି । ଫଲୋର୍ସମାନେ ଏ ନେଇ ୱାର୍ଣ୍ଣରଙ୍କୁ ପ୍ରଶଂସା କରିଛନ୍ତି । ଜଣେ…

ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୨ ଗିରଫ

ଭୁବନେଶ୍ୱର: ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗରେ ୨ଜଣ ଅଭିଯୁକ୍ତକଙ୍କୁ କାବୁ କରିବାରେ ସକ୍ଷମ ହେଲା ଭରତପୁର ଥାନା ପୋଲିସ। ସୂଚନା ଅନୁସାରେ ଆଜି ପ୍ରାତଃ ସମୟରେ ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଆଧାରରେ ଭରତପୁର ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ…

୧୦ ବର୍ଷ ପରେ ଫେରିବ କି ଚାମ୍ପିୟନ୍ସ ଲିଗ ଟି୨୦

ମୁମ୍ବାଇ: ଟି୨୦ ଲିଗର ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ପୂର୍ବରୁ ବିଭିନ୍ନ ଦେଶରେ ଆୟୋଜିତ ଟି୨୦ ଲିଗକୁ ନେଇ ଚାମ୍ପିୟନ ଲିଗର ଆୟୋଜନ କରାଯାଉଥିଲା । ୧୨ଟି ଟିମକୁ ନେଇ ଏହି ମୁକାବିଲା ହେଉଥିଲା । ଆଇପିଏଲ ବ୍ୟତୀତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ନ୍ୟୁଜିଲାଣ୍ଡା…

ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି

ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ ନୂତନ ଯୁଗର ଶିଳ୍ପ ଯଥା- ସୂଚନାପ୍ରଯୁକ୍ତି,…

ଆଇପିଏଲ ୨୦୨୪: ୨ଟି ମ୍ୟାଚର କାର୍ଯ୍ୟସୂଚୀରେ ପରିବର୍ତନ

କୋଲକାତା: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗର ୨ଟି ମ୍ୟାଚର କାର୍ଯ୍ୟସୂଚୀରେ ପରିବର୍ତନ କରିଛି । ଏପ୍ରିଲ ୧୭ରେ ଇଡେନ ଗାର୍ଡେନରେ ହେବାକୁ ଥିବା କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମ୍ୟାଚ ଏବେ ୧୬ରେ ଖେଳାଯିବ । ସେହିପରି ନରେନ୍ଦ୍ର ମୋଦି…

ଅଜୟଙ୍କ ଜନ୍ମଦିନରେ ରିଲିଜ ହେଲା ‘ମୈଦାନ’ର ନୂଆ ଟ୍ରେଲର

ମୁମ୍ବାଇ: ଅଜୟ ଦେବଗାନଙ୍କ ଫିଲ୍ମ ‘ମୈଦାନ’ ରିଲିଜ ହେବାର ଠିକ ଆଠ ଦିନ ପୂର୍ବରୁ ନିର୍ମାତାମାନେ ଫିଲ୍ମର ଅନ୍ତିମ ଟ୍ରେଲର ରିଲିଜ କରିଛନ୍ତି। ଦର୍ଶକଙ୍କ ଉତ୍ସାହକୁ ଆହୁରି ବଢାଇବାକୁ ମଙ୍ଗଳବାର ଅଜୟ ଦେବଗନଙ୍କ ଜନ୍ମଦିନ ଅବସରରେ ରିଲିଜ୍‌ ହୋଇଛି ‘ମୈଦାନ’ର ନୂଆ ଟ୍ରେଲର। ଟ୍ରେଲରରେ ଅଜୟ…

ପଞ୍ଚଭୂତରେ ଲୀନ ହେଲେ ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ପୁରୀ: ପଞ୍ଚଭୂତରେ ଲୀନ ହେଲେ ଓଡିଶାର ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡ଼ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି କଣ୍ଠ ଶିଳ୍ପୀ ଶାନ୍ତିଲତାଙ୍କୁ। ଦୀର୍ଘ ଦିନ ହେବ…

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରାଯାଇଥିବାରୁ ସେ…

ଏଥର ଲୋକସଭା ନିର୍ବାଚନ ଲଢ଼ିବେନି ଅଖିଳେଶ ଯାଦବ!

ଲକ୍ଷ୍ନୌ: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିଷୟରେ ଏକ ବଡ଼ ଖବର ଆସୁଛି। କୁହାଯାଉଛି, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ମଧ୍ୟ ଏଥର ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏହା ପୂର୍ବରୁ କନ୍ନୌଜ ଆସନରୁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା…

ଆପ୍ ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ: ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ସଞ୍ଜୟ ସିଂଙ୍କୁ ଆଜି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗତ ୬ ମାସରୁ ଅଧିକ ସମୟ ହେବ ସେ ଜେଲ୍ ରେ ଥିଲେ । ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର…