Latest Odisha News

ରାଜ୍ୟର ୨ ଜିଲ୍ଲାପାଳ ଓ ୫ ଏସ୍‌ପିଙ୍କୁ ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତୀୟ ନିର୍ବାଚନ କମିଶନ ଆଜି ରାଜ୍ୟର ୮ ଜଣ ଭାରତୀୟ ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ତୁରନ୍ତ ବଦଳି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ ବଦଳି କରିବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ। କମିଶନଙ୍କ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏହି ନିର୍ଦ୍ଦେଶନାମା…

ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ । ସେହିପରି, ପୂର୍ବତନ…

ଆଗାମୀ ୪ ଦିନ ପର୍ଯ୍ୟନ୍ତ ସିଝିବ ଓଡ଼ିଶା, ୪୨ ଡିଗ୍ରୀ ଉପରକୁ ଯାଇପାରେ ତାପମାତ୍ରା

ଭୁବନେଶ୍ୱର: ପହିଲା ଏପ୍ରିଲରୁ ରାଜ୍ୟରେ ପ୍ରବଳ ଉତ୍ତାପ ଅନୁଭୁତି ହେଉଛି । ଅନେକ ରାଜ୍ୟରେ ତାପମାତ୍ରା ୩୫ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଭାରତୀୟ ପାଣିପାଗ ଅନୁସାରେ ଆଗାମୀ ୪ ଦିନ ଯାଏଁ ସିଝିବ ଓଡ଼ିଶା। ଏଥିଲାଗି ୟେଲୋ ୱାର୍ଣ୍ଣିଂ…

କାହାକୁ ବିଜେପି ଟିକେଟ୍ ?

ଭୁବନେଶ୍ବର: ଚବିଶ ପାଇଁ ବିଜେପି ଯୋଦ୍ଧା । ଅଧିକାଂଶ ବିଧାୟକ ରିପିଟ୍, ନୂଆମୁହଁକୁ ବି ସୁଯୋଗ । ସୁରେଶ ପୂଜାରୀ ଲଢିବେ ବିଧାନସଭା ବାଜି । ବିଜେପି ତାଲିକାରେ ଷ୍ଟାର ସରପ୍ରାଇଜ୍ ଆକାଶଙ୍କୁ କୋରେଇ, ସିଦ୍ଧାନ୍ତଙ୍କୁ ଦିଗପହଣ୍ଡି ଟିକେଟ୍ ।... ୧୧୨ ବିଧାନସଭା ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ…

ବିନା ସର୍ତ୍ତରେ କ୍ଷମା ମାଗିଲେ ରାମଦେବ ବାବା, ‘କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ରୁହନ୍ତୁ’:…

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟରେ ଯୋଗ ଗୁରୁ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ପ୍ରକାଶନ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ଉଭୟ କୋର୍ଟରେ ବିନା ସର୍ତ୍ତରେ କ୍ଷମା ପ୍ରାର୍ଥନା କରିଛନ୍ତି । ଯେଉଁଥିପାଇଁ ଉଭୟଙ୍କ…

‘ବିଜେପିରେ ମିଶିବାକୁ ମତେ ଅଫର ଆସିଛି, ନହେଲେ ମୋ ସହ ଆପ୍ ର ଆଉ ୪ ନେତାଙ୍କୁ ଗିରଫ କରିବ ଇଡି’

ନୂଆଦିଲ୍ଲୀ: ବିଜେପି ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଦିଲ୍ଲୀ ମନ୍ତ୍ରୀ ତଥା ଆପ୍ ନେତ୍ରୀ ଆତିଶୀ । ସେ କହିଛନ୍ତି, 'ତାଙ୍କୁ ବିଜେପିରେ ମିଶିବାକୁ ଅଫର୍ ଦିଆଯାଇଛି । ଯଦି ସେ ଦଳରେ ସାମିଲ ନ ହୁଅନ୍ତି, ତେବେ ତାଙ୍କୁ ଆସନ୍ତା ଗୋଟିଏ ମାସ ମଧ୍ୟରେ ଇଡି ଗିରଫ କରିନେବ । ଏହା ସହ ଆପ୍ ର ଆଉ…

ରୋହିତଙ୍କୁ ମିଳିପାରେ ମୁମ୍ବାଇ ଅଧିନାୟକ ଦାୟିତ୍ୱ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ନିଯୁକ୍ତ କରାଯାଇଛି । ହାର୍ଦ୍ଦିକଙ୍କ ନେତୃତ୍ୱରେ ମୁମ୍ବାଇର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ କ୍ରମାଗତ ୩ଟି ମ୍ୟାଚରେ ପରାଜିତ ହୋଇଛି । ଏବେ…

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ ।…

ଶଙ୍ଖ ଧରିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି

ଭୁବନେଶ୍ବର: ବିଜେଡିରେ ମିଶିଲେ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀର ନୂଆଗଡ଼ର ପଞ୍ଚାୟତ ପ୍ରତିନିଧି । ସେମାନେ ବିଜେପି ଓ କଂଗ୍ରେସ ଛାଡି ଆଜି ବିଜେପିରେ ମିଶିଲେ । ଶଙ୍ଖ ଭବନରେ ସମସ୍ତଙ୍କୁ ସ୍ୱାଗତ କଲେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଅତନୁ…

ବିଜାପୁରରେ ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ୪ ନକ୍ସଲ ମୃତ

ରାୟପୁର: ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । କମ୍ବିଂ ଅପରେସନ ଚାଲିଥିବାବେଳେ ସୁରକ୍ଷାବାହିନୀ ଓ ନକ୍ସଲ ମୁହାଁମୁହିଁ । ସୁରକ୍ଷାବାହିନୀ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବହୁ ମାଓ ସମଗ୍ରୀ ଜବତ କରିଛି ସୁରକ୍ଷାବଳ । ସୂଚନା ମୁତାବକ,…