Shaksgam Valley: ଦିଲ୍ଲୀଠାରୁ ତିନି ଗୁଣ ବଡ଼… କାହିଁକି ଶକ୍ସଗାମ ଭ୍ୟାଲିକୁ ଚୀନ୍କୁ ଉପହାର ଦେଇଥିଲା…
ନୂଆଦିଲ୍ଲୀ: ଭାରତର ଶାକ୍ସଗାମ୍ ଉପତ୍ୟକାରେ ନିର୍ମାଣ କାର୍ଯ୍ୟକୁ ନେଇ ବେଜିଂ ଏବଂ ନୂଆଦିଲ୍ଲୀ ମଧ୍ୟରେ ବିବାଦ ପୁଣି ମୁଣ୍ଡ ଟେକିଛି। ନୂଆଦିଲ୍ଲୀ କହିଛି ଯେ ଚୀନ୍-ପାକିସ୍ତାନ ଅର୍ଥନୈତିକ କରିଡର ପ୍ରକଳ୍ପ ଅଧୀନରେ ଶାକ୍ସଗାମରେ କରାଯାଉଥିବା ନିର୍ମାଣ କାର୍ଯ୍ୟ ବେଆଇନ। ଚୀନ୍ ୧୯୬୩ ମସିହାରୁ…