ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
ଭୁବନେଶ୍ବର: ବିଜେଡି ଛାଡ଼ିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା । ନିଜ ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି । ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି । ରବୀନ୍ଦ୍ର ଜେନାଙ୍କ ପରବର୍ତ୍ତୀ ଗତି କୁଆଡ଼େ ରହିବ ସେନେଇ ଜୋର ଧରିଛି ଚର୍ଚ୍ଚା ।…