Chit Fund: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ୱର: ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ…