Latest Odisha News

ଦେଢ଼ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇ ସହ ୨ ବନ୍ଧୁକ ଜବତ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ମୁସୁକୁଲି ଗ୍ରାମରେ ଦେଢ଼ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଗଞ୍ଜା ଏବଂ ଦୁଇଟି ଦେଶୀ ବନ୍ଧୁକ ଜବତ କରାଯାଇଛି। ସୂଚନା ଅନୁଯାୟୀ, ନିର୍ବାଚନ ପୂର୍ବରୁ ଏହି ଅଞ୍ଚଳରେ ବେଆଇନ ତଥା ଅପରାଧିକ କାର୍ଯ୍ୟକଳାପ ଯାଞ୍ଚ କରିବା ପାଇଁ ପୋଲିସ…

କଂଗ୍ରେସ ଟିକେଟ୍ : ବିଳମ୍ବ କାହିଁକି ?

ଭୁବନେଶ୍ୱର: ଚବିଶ ମଇଦାନରେ ନିର୍ବାଚନୀ ତାତି । ପ୍ରାର୍ଥୀ ଓହ୍ଲାଇଲେଣି ବିଜେଡି, ବିଜେପି । କଂଗ୍ରେସର ସରିନି କି ଅଙ୍କକଷା ? କାହିଁକି ପ୍ରାର୍ଥୀ ତାଲିକା ଘୋଷଣାରେ ବିଳମ୍ବ ? କେଉଁଠି ଛିଣ୍ଡୁନି ଟିକେଟ ଗଣିତ ? ପ୍ରାର୍ଥୀଙ୍କୁ ନେଇ ରହିଛି କି କନଫ୍ୟୁଜନ ? କାହିଁକି ପଛରେ ପଡିଛି ହାତ ?…

ପ୍ରତ୍ୟାବର୍ତନ ପରେ ପନ୍ତଙ୍କ ପ୍ରଥମ ଅର୍ଦ୍ଧଶତକ

ବିଶାଖପଟନମ: ଚଳିତ ଆଇପିଏଲରେ ରବିବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯୨ ରନର ବିଜୟ ଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗସ ସମ୍ମୁଖରେ ରଖିଛି । ଆଘାତ ସମସ୍ୟା ପରେ ଦଳକୁ ଫେରିଥିବା ରିଷଭ ପନ୍ତ ପ୍ରଥମ ଅର୍ଦ୍ଧଶତକ ମାରି ଫର୍ମକୁ ଫେରିଥିବା ସୂଚନା ଦେଇଛନ୍ତି । ଦିଲ୍ଲୀ…

ଘୁମୁସର ବନଖଣ୍ଡ ଚନ୍ଦ୍ରଗିରି ଜଙ୍ଗଲରେ ଅସୁସ୍ଥ ଦନ୍ତା ହାତୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ଚନ୍ଦ୍ରଗିରି ଜଙ୍ଗଲରେ ଅସୁସ୍ଥ ଥିବା ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ସକାଳ ସମୟରେ ଦନ୍ତାଟି ଅସୁସ୍ଥ ଅବସ୍ଥାରେ ଦୀର୍ଘ ସମୟ ଧରି କରଡାବଣି ଓ ବେରୁଆବାଡ଼ି ମଧ୍ୟରେ ଥିବା ଘାଇ ନିକଟରେ ଠିଆ ହୋଇଥିଲା। ଏହା ପରେ ବନ କର୍ମଚାରୀ ମାନେ…

ସାଧାରଣ ନିର୍ବାଚନ-୨୦୨୪: ପୋଲିସ ମାଜିଷ୍ଟ୍ରେଟ ସ୍ଵମନ୍ନୟ ଏବଂ ବିଭାଗୀୟ ସ୍କ୍ୱାଡ଼୍ ଟିମ୍ ଉପରେ ସମୀକ୍ଷା

ଭବାନୀପାଟଣା: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ପୋଲିସ ମାଜିଷ୍ଟ୍ରେଟ ସ୍ୱମନ୍ନୟ ତଥା ବିଭାଗୀୟ ସ୍କ୍ୱାଡ଼୍ ଟିମ୍ ଉପରେ ବୈଠକ ଅନୁଷ୍ଠିତ…

ବିଜେଡିରେ ସାମିଲ ହେଲେ ହେଭିୱେଟ୍ ନେତା: ଦଳରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ, ସୁକାନ୍ତ ନାୟକ ଓ ବୃନ୍ଦାବନ ମାଝୀ

ଭୁବନେଶ୍ୱର: ଶଙ୍ଖଭବନରେ ଆଜି ବଡ଼ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ, ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ନିଜ ସମର୍ଥକଙ୍କ ସହ ବିଜେଡି ଶିବିରରେ ସାମିଲ ହୋଇଛନ୍ତି । ମିଶ୍ରଣ ଉତ୍ସବ ସମୟରେ ବିଜେଡିର…

ହାଇଦ୍ରାବାଦକୁ ୭ ୱିକେଟରେ ହରାଇଲା ଗୁଜରାଟ

ଅହମ୍ମଦାବାଦ: ଚଳିତ ଆଇପିଏଲରେ ରବିବାର ପ୍ରଥମ ମୁକାବିଲାରେ ଗୁଜରାଟ ଟାଇଟାନ୍ସ ୭ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଡେଭିଡ ମିଲର ଶେଷ ଓଭରରେ ଛକା ମାରି ଦଳକୁ ବିଜୟୀ କରାଇଥିଲେ । ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ୮ ୱିକେଟ ବିନିମୟରେ ୧୬୨ ରନ କରିଥିଲା । କୌଣସି…

ବିରାଟ ବାଇକ ରାଲି: ୧୧ ଗୋଟି ପଞ୍ଚାୟତରେ ଶକ୍ତି ପ୍ରଦର୍ଶନ କଲେ ବିଜେଡ଼ି ନେତା ଉମାକାନ୍ତ ସାମନ୍ତରାୟ

ପୁରୀ: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ସଦର ବ୍ଲକ୍ ଅଧିନସ୍ଥ ୧୧ ଗୋଟି ପଞ୍ଚାୟତରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବ୍ରହ୍ମଗିରି ବିଜେଡ଼ି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ଘୋଷଣା ପରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ପାଦ…

ଆଇପିଏଲରେ ଦ୍ରୁତ ବଲ ପକାଇଥିବା ୫ ବୋଲର

ମୁମ୍ବାଇ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ଲକ୍ଷ୍ନୌ ସୁପର ଜ୍ୟାଂଟସର ଯୁବ ପେସ ବୋଲର ମୟଙ୍କ ଯାଦବ ଦ୍ରୁତ ବଲ ପକାଇ ଚହଳ ସୃଷ୍ଟି କରିଛନ୍ତି । ପଦାର୍ପଣ ଆଇପିଏଲରେ ସେ ପଞ୍ଜାବ କିଙ୍ଗସ ବିପକ୍ଷରେ ୧୫୫.୮ ପ୍ରତି ଘଂଟା ବେଗରେ ବଲ ପକାଇଥିଲେ । ଆଇପିଏଲ ଇତିହାସରେ ଏହା ୫ମ ଦ୍ରୁତ ବଲ ।…

ପଦ୍ମ ଧରିଲେ ଆକାଶ ଦାସନାୟକ, ଗତକାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ…