ଭଡ଼ା ଘରୁ ମିଳିଲା ମହିଳାଙ୍କ ମୃତଦେହ
ଭଦ୍ରକ: ଭଡ଼ା ଘରୁ ମିଳିଲା ମହିଳାଙ୍କ ମୃତଦେହ। ଭଦ୍ରକ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ଅପର୍ତ୍ତିବିନ୍ଧା ନ୍ୟୁ କଲୋନୀରୁ ଉଦ୍ଧାର ହେଲା କ୍ଷତାକ୍ତ ମୃତଦେହ। ମୃତକ ହେଲେ ତିହିଡ଼ି ଥାନା ଗୋଳାପୋଖରୀ ଅଞ୍ଚଳର ମଧୁମିତା ନାୟକ। ତାଙ୍କ ସ୍ୱାମୀ ମହେଶ୍ୱର ନାୟକ ରାଜ୍ୟ ବାହାରେ କାମ କରନ୍ତି।…