ଲାଗୁ ହେବ ପିଏମ୍-ରାହତ ଯୋଜନା; ସଡ଼କ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ସରକାର ଦେବେ ଏତିକି ଟଙ୍କା…
ଭୁବନେଶ୍ବର: ଏଣିକି ସଡ଼କ ଦୁର୍ଘଟଣାରେ କେହି ଆହତ ହେଲେ ଆହତ ବ୍ୟକ୍ତିଙ୍କୁ ଦେଢ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଯୋଗାଇ ଦିଆଯିବ । ଘରୋଇ ଓ ସରକାରୀ ଡାକ୍ତରଖାନାରେ ତୁରନ୍ତ ଏହି ଚିକିତ୍ସା ଯୋଗାଇ ଦିଆଯିବ । ପିଏମ୍-ରାହତ ଯୋଜନାରେ ଏହି ସୁବିଧା ମିଳୁଥିବାବେଳେ ଖୁବ୍ଶୀଘ୍ର ଓଡ଼ିଶାରେ…