ରାଜ୍ୟ ପରିବହନ ନିଗମର ୩ ଅଧିକାରୀଙ୍କ ଦରମା ବନ୍ଦ
କୋରାପୁଟ: କାର୍ଯ୍ୟରେ ଅବହେଳା ଅଭିଯୋଗ ନେଇ ପରିବହନ ବିଭାଗର ୩ଜଣ ଅଧିକାରୀଙ୍କ ଦରମା ବନ୍ଦ କରାଯାଇଛି । ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ ହେବ ।
ତିନି ଅଧିକାରୀ ହେଉଛନ୍ତି ଈଶ୍ୱର…