ଭୁଲ୍ ଇଞ୍ଜେକସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ;ଏନଏଚ୍-୫୭ ଅବରୋଧ
ବୌଦ୍ଧ:ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲ୍ଲାରୁ । ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବୌଦ୍ଧ ଜିଲ୍ଲାର ପୁରୁଣା କଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ପୁରୁଣା କଟକ ଅଞ୍ଚଳର ସୁବ୍ରତ ନାୟକ(୨୩)। ଭୁଲ…