ବିଜେଡି ଛାଡିଲେ ସାଂସଦ ଅନୁଭବ ମହାନ୍ତି, ଦଳର ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର
ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ଚାଲିଥିବା ଚର୍ଚ୍ଚାର ଆଜି ଅବସାନ ଘଟିଛି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଙ୍କ ପରେ ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ । ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।…