Banakalagi niti:ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ
ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ଏଥିପାଇଁ ଆଜି ସନ୍ଧ୍ୟାରେ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…