Latest Odisha News

BREAKING NEWS

ଗଞ୍ଜେଇ ଡିଲ୍‌ ଅଡିଓ ଭାଇରାଲ୍‌! ୨ ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବୌଦ୍ଧ: ଗଞ୍ଜେଇ ବେପାରୀଙ୍କ ସହ ସମ୍ପର୍କ ରଖିବା ଅଭିଯୋଗରେ ପୋଲିସ ବିଭାଗ ପୁଣି ବଦନାମ ହୋଇଛି। ବୌଦ୍ଧରେ ବେଆଇନ୍ ଗଞ୍ଜେଇ ଡିଲ୍ ପ୍ରସଙ୍ଗରେ ଅଡିଓ ଭାଇରାଲ ଘଟଣାକୁ ନେଇ ଦୁଇ ପୋଲିସ ଅଧିକାରୀଙ୍କ ଉପରେ ଆକ୍ସନ ନିଆଯାଇଛି। ଏସ.ଆଇ ପ୍ରାଣବନ୍ଧୁ ସାହୁଙ୍କୁ ନିଲମ୍ବିତ କରା ଯାଇଥିବା ବେଳେ…

ଦେବୀ ନଦୀରେ ଯୁବକ ନିଖୋଜ; ବ୍ରିଜରେ ସ୍କୁଟି ରଖି ଡେଇଁ ପଡ଼ିଲେ…

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ନାଉଗାଁ ଥାନା ଅନ୍ତର୍ଗତ ଶିଖର ଘାଟ ବ୍ରିଜରୁ ଦେବୀ ନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ନିଖୋଜ ଯୁବକ ଜଣକ ୨୨ ବର୍ଷୀୟ ଶୈଳେଶ ପାଢି ବୋଲି ଚିହ୍ନଟ କରାଯାଇଛି। ସେ ତିହୁଡା ଗ୍ରାମର ଶିଖର ପାଢିଙ୍କ ପୁଅ। ରିପୋର୍ଟ ଅନୁଯାୟୀ,…

ବରିଷ୍ଠ ନେତା କୋଣ୍ଡାବାବୁଙ୍କ ଦେହାନ୍ତ, ରାଜନୈତିକ ମହଲରେ ଶୋକର ଛାୟା

ରାୟଗଡ଼ା: ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ୱାଇ ଭେଙ୍କଟେଶ୍ବର ରାଓ (କୋଣ୍ଡାବାବୁ)ଙ୍କ ହୃଦଘାତରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ସୂଚନାରୁ ଜଣାପଡିଛି କୋଣ୍ଡାବାବୁ ଗୁରୁବାର ରାତିରେ ଘରେ ଖାଇ ସାରିବା ପରେ ଛାତ ଉପରେ ଚାଲୁଥିବା ବେକେ…

SCB ମେଡିକାଲ୍‌ କଲେଜର DEO ଗିରଫ

କଟକ: SCB ମେଡିକାଲ୍‌ କଲେଜ ଅଧୀକ୍ଷକଙ୍କ ଅଫିସ୍‌ର DEO ଗିରଫ। ଡାଟା ଏଣ୍ଟ୍ରି ଅପରେଟର ଦୀନେଶ ରାଉତଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ୍। ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। କର୍ମଚାରୀମାନଙ୍କ ସମସ୍ତ ଦରମା କାମ DEOଙ୍କ ଜରିଆରେ ହେଉଥିଲା। କଟକ ବଡ଼…

ହୀରାକୁଦର ୧୬ ଗେଟ୍ ଖୋଲିବା ପରେ ବଢ଼ିଲା ବନ୍ୟା ଆଶଙ୍କା

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇଥିଲା। ଫଳରେ ଗତକାଲି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଥିଲା। ହେଲେ ଆଜି ପୁଣି ୧୬ଟି ଗେଟ୍ ଖୋଲାଯାଇଛି। ଗେଟ୍ ଖୋଲାଯିବା ପରେ ବଢିଲା ବନ୍ୟା ଆଶଙ୍କା। ମୁଣ୍ଡଳୀ ନିକଟରେ ପ୍ରାୟ ୬ ଲକ୍ଷ ୫୦ ହଜାର କ୍ୟୁସେକ୍…

ପୁଣି ମାଡ଼ି ଆସୁଛି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଗୋଟିଏ ଯାଉଛି ପୁଣି ମାଡ଼ି ଆସୁଛି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ। ୨୯-୩୦ ତାରିଖରେ ଲଘୁଚାପ ସମ୍ଭାବନା ରହିଛି। ଫଳରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ନେଇ ଆଶଙ୍କା କରାଯାଉଛି। ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ନୂଆ ଘୂର୍ଣ୍ଣିବଳୟ…

ନେପାଳ ପ୍ରଳୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା ୩୯୨କୁ ବୃଦ୍ଧି

ନୂଆଦିଲ୍ଲୀ: ଛାତି ଥରାଉଛି, ଲୋମଟାଙ୍କୁରି ଉଠୁଛି। ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ପାହାଡ଼ି ଦେଶ ନେପାଳ। ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଭୟଙ୍କର ଚିତ୍ର। ଧ୍ବଂସାବଶେଷ ତଳେ ଜାରି ରହିଛି ଜୀବନ ଖୋଜା। ପାହାଡ଼ି ଦେଶ ନେପାଳରେ ପ୍ରକୃତିର ଭୟଙ୍କର ତାଣ୍ଡବ। ଏଯାଏଁ ୩୯୨ ଜଣଙ୍କ ମୃତ୍ୟୁ…

କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ସମନ୍, ବ୍ୟକ୍ତିଗତ ହାଜର ପାଇଁ ନିର୍ଦ୍ଦେଶ

କଟକ: ଜିଲ୍ଲାପାଳଙ୍କ ପାଇଁ ବଢିଲା ଅଢୁଆ। ସହରର ଟ୍ରାଫିକ ମ୍ୟାନେଜମେଣ୍ଟ କମିଟି ଗଠନକୁ ନେଇ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଯେଉଁଥିପାଇଁ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ବ୍ୟକ୍ତିଗତ ହାଜର ପାଇଁ ହାଇକୋର୍ଟ ଦେଇଛନ୍ତି ନିର୍ଦ୍ଦେଶ। କଟକ ସହର ଟ୍ରାଫିକ୍ ପରିଚାଳନା…

ଗାଡ଼ି ଉପରେ ଅତର୍କିତ ଆକ୍ରମଣ କଲେ ସଶସ୍ତ୍ର ଉଗ୍ରବାଦୀ;୪ମୃତ,ଜଣେ ନିଖୋଜ

ନୂଆଦିଲ୍ଲୀ:ଗୁରୁବାର ଦିନ ମଣିପୁରର କାଙ୍ଗପୋକପି ଜିଲ୍ଲାରେ ସଶସ୍ତ୍ର ଉଗ୍ରବାଦୀଙ୍କ ଦ୍ୱାରା କରାଯାଇଥିବା ଏକ ଅତର୍କିତ ଆକ୍ରମଣରେ ଅତିକମରେ ଚାରି ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ, ମକୁଇ ଅଶାଙ୍ଗ ଏବଂ ଥାବାମ୍ବା ନାଗା ମଧ୍ୟରେ ଥିବା ଏକ ଦୁର୍ଗମ ଅଞ୍ଚଳରେ ଏହି…

ମନ୍ଦିରରୁ ଚୋରି ଘଟଣାରେ ବନ୍ଧାହେଲେ ୩ ମୂର୍ତ୍ତି ଚୋର

ଚାନ୍ଦିଲି:ରାୟଗଡ଼ାର ଚାନ୍ଦିଲି ଥାନା ଅନ୍ତର୍ଗତ ପେଣ୍ଟା ଶିବ ମନ୍ଦିରରୁ ଚୋରି ଘଟଣାର ପୋଲିସ କରିଛି ପର୍ଦ୍ଦାଫାସ । ଅଗଷ୍ଟ ୨୪ ତାରିଖ ମଧ୍ୟରାତ୍ରିରେ ପେଣ୍ଟା ଶିବ ମନ୍ଦିରରୁ ଶିବ ଓ ପାର୍ବତୀଙ୍କ ଧାତୁ ମୂର୍ତ୍ତି ସମେତ ବିଭିନ୍ନ ପୂଜା ସାମଗ୍ରୀ ଚୋରି ହୋଇଥିଲା। ଏହି ଘଟଣାରେ ୩ ଜଣ…