ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି ।
ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…