‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗ୍ୟାରେଂଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ ଗ୍ରାମୀଣ (ଭିବି ଜି ରାମ ଜି) ବିଲ୍ ସଂସଦରେ ପାଶ୍ ହୋଇ ଆଇନ୍ରେ ପ୍ରଣୟନ ହୋଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବା ହେଉଛି ଏହି ଯୋଜନାର ଲକ୍ଷ୍ୟ।
ଏହି…