Latest Odisha News

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ସମ୍ମାନ ଦେବା ପାଇଁ କହିଲେ ସୋନୁ ସୁଦ

ମୁମ୍ବାଇ:ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଦାୟିତ୍ୱ ତୁଲାଉଥିବା ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବିଭିନ୍ନ କାରଣରୁ ସମାଲୋଚିତ ହେବାରେ ଲାଗିଛନ୍ତି । ରୋହିତ ଶର୍ମା ଅଧିନାୟକ ପଦରୁ ହଟିବା ପରେ ପ୍ରଶଂସକଙ୍କ ଟାର୍ଗେଟରେ ସେ ରହିଛନ୍ତି । ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମୁକାବିଲା ପରେ…

“ମିଥ୍ୟା ପ୍ରଗତିର ଅଭିନବ ପ୍ରଚାରକ ନବୀନ ସରକାର”

ଭୁବନେଶ୍ୱର: ରାଜସ୍ୱ ବଳକା ରାଜ୍ୟର ଡିଣ୍ଡିମ ପିଟୁଥିବା ନବୀନ ଶାସନରେ ଓଡ଼ିଶାର ଶ୍ରମିକ ଅନ୍ୟାନ୍ୟ ରାଜ୍ୟ ତୁଳନାରେ ସର୍ବନିମ୍ନ ମଜୁରୀ ପାଇବାକୁ କାହିଁକି ବାଧ୍ୟ ହେଉଛି? ଗୋଆ ଭଳି ଛୋଟିଆ ରାଜ୍ୟର ଶ୍ରମିକ ଦୈନିକ ୩୫୭ଟଙ୍କା ମଜୁରୀ ପାଉଥିବାବେଳେ ଓଡ଼ିଆ ଶ୍ରମିକଙ୍କୁ ୨୫୪ଟଙ୍କା ମଜୁରୀ ‘ଶ୍ରମିକ…

ମୋଦି ଗ୍ୟାରେଂଟି ସଫଳ, ନବୀନଙ୍କ ଯୋଜନାର ଗ୍ୟାରେଂଟି ନାହିଁ କି ୱାରେଂଟି ନାହିଁ: ବିଜେପି

ଭୁବନେଶ୍ୱର: ମୋଦି ଗ୍ୟାରେଂଟି ପାଇଁ ଆଜି ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି । ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ ଯୋଜନା ଓଡିଶା ଲୋକଙ୍କୁ ଲାଭ ଦେଇଛି । କିନ୍ତୁ…

ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ପୋଲିସ ତଦନ୍ତ ଜାରି

ସୁବର୍ଣ୍ଣପୁର: ଡୁଙ୍ଗୁରିପାଲି ଥାନା ବନ୍ଧପାଲି ଅନ୍ତର୍ଗତ ସତ୍ୟବାଦୀ ରାଇସମିଲ୍‌ରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ବରପାଲି ଥାନା ଅନ୍ତର୍ଗତ ଝୁଲପିଆପାଳି ଗ୍ରାମର ମୋହନ ବିଶି (୩୪)ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ ପ୍ରତିଦିନ…

‘ପୋଲିସ ଓ ପ୍ରଶାସନକୁ ବ୍ୟବହାର କରି ଜନତାଙ୍କୁ ଧମକାଇ ଭୋଟ୍ ହାତେଇବାର ଅପଚେଷ୍ଟା କରୁଛି ବିଜେଡି’

ଭୁବନେଶ୍ୱର: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ବିଜୁ ଜନତା ଦଳ ସରକାର ନିର୍ବାଚନ ଜିତିବା ପାଇଁ କ୍ଷମତା ଅପବ୍ୟବହାର କରୁଛି । ବିଡିଓ, ପୋଲିସ ଅଧିକାରୀ ତଥା ବଡ ବଡ ପୋଲିସ ଅଫିସରମାନଙ୍କୁ ବିଜେଡି ନିଜର ଦଳୀୟ କାର୍ଯ୍ୟରେ ଲଗାଉଛି । ନିର୍ବାଚନ ଆସିଲେ ପ୍ରଶାସନ ଅଧିକାରୀମାନେ ବିଜେଡିର କର୍ମୀଭଳି…

କ୍ରିକେଟର ଉନ୍ମୁକ୍ତ ଚାନ୍ଦଙ୍କୁ ସହାୟ ହେଉନି ଭାଗ୍ୟ, ଦେଶ ଛାଡି ବି ହେଲାନି ଲାଭ

ହ୍ୟୁଷ୍ଟନ: ଭାରତର ପୂର୍ବତନ କ୍ରିକେଟର ଉନ୍ମୁକ୍ତ ଚାନ୍ଦଙ୍କୁ ଭାଗ୍ୟ ସହାୟ ହେଉନି । ଭାରତରେ ତାଙ୍କ କ୍ୟାରିୟର ଠିକ ବାଟରେ ନ ଯିବାରୁ ସେ ଆମେରିକା ପଳାଇ ଯାଇଥିଲେ । ସେଠାରେ ବି ତାଙ୍କୁ ବିଶେଷ କିଛି ଲାଭ ହେଉନି । ନିକଟରେ କାନାଡା ବିପକ୍ଷ ଟି୨୦ ସିରିଜ ପାଇଁ ଆମେରିକା ତାଙ୍କୁ ଚୂଡାନ୍ତ…

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ: ବିଜେଡି

ଭୁବନେଶ୍ୱର: ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର ସମସ୍ତ ରାଜ୍ୟ କାର୍ଯ୍ୟକର୍ତ୍ତା, ଜିଲ୍ଲା ସଭାପତି,…

ଘୁଲିପାଲି ଛକରେ ମର୍ମଦୁନ୍ତ ସଡକ ଦୁର୍ଘଟଣା, ତିନି ଗୁରୁତର

ବରଗଡ଼: ଘୁଲିପାଲି ଛକରେ ମର୍ମଦୁନ୍ତ ସଡକ ଦୁର୍ଘଟଣା। ଏହି ଦୁର୍ଘଟଣାରେ ତିନି ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକ ମାନେ ହେଲେ ବାଲେଶ୍ୱର ବାହାନଗା ବ୍ଲକ ଦୀପକ ମଲ୍ଲିକ, ଗଞ୍ଜାମ ବେଳଗୁଣ୍ଠା ବ୍ଲକର ସୁଭମ ପ୍ରଧାନ, ଆଉ ଜଣେ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ମାନସ କୁମାର। ତିନିଜଣ ଯାକ…

ପ୍ରଚାର ମଇଦାନରେ କଙ୍ଗନା, କହିଲେ ଲୋକଙ୍କ ମଧ୍ୟରେ ରହି ସେମାନଙ୍କ ସେବା କରିବି

ମାଣ୍ଡି: ଦେଶରେ ଲୋକସଭା ନିର୍ବାଚନର ବିଗୁଲ ବାଜି ସାରିଛି । ବିଜେପି, କଂଗ୍ରେସ ସମେତ ଅନ୍ୟାନ୍ୟ ରାଜନୈତୀକ ଦଳ ଏବେ ନିର୍ବାଚନୀ ପ୍ରଚାରରେ ବ୍ୟସ୍ତ । ବାଜି ହାତେଇବାକୁ ଚାଲିଛି ଜୋରଦାର ଲଢେଇ । ସେପଟେ ନେତାମାନେ ସେମାନଙ୍କର ରାଜନୈତିକ ଭବିଷ୍ୟତକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଦଳରୁ ଅନ୍ୟ…

ଏପ୍ରିଲ ୨ରୁ ନୂଆ ଶିକ୍ଷା ବର୍ଷ ଆରମ୍ଭ, ବାହାରିବ ପ୍ରଥମ ରୁ ନବମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଫଳ

ଭୁବନେଶ୍ଵର: ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଓଡ଼ିଶା ବିଦ୍ୟାଳୟ…