Odisha Assembly: ବିଧାନସଭାରେ ସ୍ଵାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ମୁହାଁମୁହିଁ, ବାକ୍ ଯୁଦ୍ଧରେ…
ଭୁବନେଶ୍ୱର: ବିଧାନସଭାରେ ମୁହାଁମୁହିଁ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ବାକ୍ ଯୁଦ୍ଧରେ କମ୍ପିଲା ଗୃହ।
ଆଜି ଗୃହରେ…