Weather Forecast: ରାଜ୍ୟରେ ମାର୍ଚ୍ଚରୁ ମେ’ ଭିତରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ…
ଭୁବନେଶ୍ୱର: ଏବେ ଠାରୁ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି…