ପାଣିକୋଇଲି ପୋଲିସିକୁ ସଫଳତା, ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ ଲକ୍ଷ ଟଙ୍କାର ସାମଗ୍ରୀ ଜବତ
ଯାଜପୁର: ପାଣିକୋଇଲି ପୋଲିସିକୁ ମିଳିଲା ଏକ ବଡ ସଫଳତା। ରାଜପଥରୁ ଲୁଟ୍ ହୋଇଥିବା କଣ୍ଟେନର ସହ ୩୩ଲକ୍ଷ ଟଙ୍କାର ସାମଗ୍ରୀ ଜବତ କଲା ପୋଲିସ୍। ସୂଚନା ଯୋଗ୍ଯ ଯେ ଏକ କଣ୍ଟେନର ଆସାମରୁ ଡାବର କମ୍ପାନୀର ଜିନିଷ ବୋଝେଇ କରି ମୟୁର ଟ୍ରନ୍ସପୋର୍ଟ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ସମୟରେ ଏହି ଲୁଟ ଘଟଣା…