ଖଣି ଅଧିକାରୀଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ
କଟକ: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ। ଭିଜିଲାନ୍ସ ଉକ୍ତ ଟଙ୍କା ଜବତ କରିବା ସହ ତାଙ୍କ କଟକ କାର୍ଯ୍ୟାଳୟ ଓ ଭଦ୍ରକରେ ଥିବା ପୈତୃକ ଘରେ ବି ଚଢ଼ଉ ଜାରି ରଖିଛି। ଗତକାଲି ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ…