ଗଣତନ୍ତ୍ର ଦିବସ: କର୍ତ୍ତବ୍ୟ ପଥରେ ଗଡିବ ଓଡ଼ିଶା ପ୍ରଜ୍ଞାପନ ମେଢ଼
ଭୁବନେଶ୍ୱର: ଆସନ୍ତା ୨୬ ଜାନୁଆରୀରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ହେବାକୁ ଥିବା ଗଣତନ୍ତ୍ର ଦିବସ ପରେଡ୍ ପାଇଁ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ବର୍ତ୍ତମାନ ପର୍ଯ୍ୟନ୍ତ ଚୟନ କରାଯାଇନାହିଁ।
ତେବେ ପ୍ରତିରକ୍ଷା ମନ୍ତ୍ରଣାଳୟ ରାଜ୍ୟର ପ୍ରସ୍ତାବକୁ ଅନୁମୋଦନ କରିଛି। ଯାହା ଦ୍ଵାରା ୧୬ଟି ଅନ୍ୟ…