ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ଟ୍ରମ୍ପଙ୍କ ସମାଲୋଚନା; କହିଲେ, ସବୁ ଦେଶ ଉପରେ ୧୦% ଟାରିଫ୍ ଲାଗୁ କରିବି
ଓ୍ବାଶିଂଟନ୍: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ଟ୍ରମ୍ପଙ୍କ ଶୁଳ୍କକୁ ବେଆଇନ ଘୋଷଣା କରିଛନ୍ତି। ଆମେରିକାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି ଯେ ଟ୍ରମ୍ପଙ୍କ ଶୁଳ୍କ ଲାଗୁ କରିବାର ପଦ୍ଧତି ଭୁଲ। ଶୁକ୍ରବାର ସୁପ୍ରିମକୋର୍ଟ ଟ୍ରମ୍ପଙ୍କ…