ହୋମଗାର୍ଡ ଚାକିରି ପାଇଁ ଲାଇନରେ ସ୍ନାତକ ଏବଂ ସ୍ନାତକୋତ୍ତର ପ୍ରାର୍ଥୀ…
ଝାରସୁଗୁଡା: ଝାରସୁଗୁଡାରେ ଅନୁଷ୍ଠିତ ହୋଇଥିବା ୧୦୨ଟି ହୋମଗାର୍ଡ ପଦବୀ ପାଇଁ ୪,୦୦୦ରୁ ଅଧିକ ପ୍ରାର୍ଥୀ ପରୀକ୍ଷା ଦେବା ପାଇଁ ଆସିଥିଲେ।
ହୋମଗାର୍ଡ ପଦବୀ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ପଞ୍ଚମ ଶ୍ରେଣୀ ହୋଇଥିଲେ ମଧ୍ୟ ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ର ସମେତ ଅନେକ ଉଚ୍ଚଶିକ୍ଷିତ…