ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ଆସନ୍ତା ହୋଲି ଏବଂ ଦୋଳ ଯାତ୍ରା ପର୍ବ ସମୟରେ ସୁଗମ, ଆରାମଦାୟକ ଏବଂ ଉତ୍ତମ ଯାତ୍ରା ସୁବିଧା ଜାରି ରଖିବା ପାଇଁ, ପୂର୍ବତଟ ରେଳପଥ ଏକାଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ପାଇଁ ଘୋଷଣା କରିଛି । ଅତିରିକ୍ତ ଯାତ୍ରୀ ଭିଡ଼ ଦୂର କରିବା ଏବଂ ଦେଶର ଗୁରୁତ୍ୱପୂର୍ଣ୍ଣ…