ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ ଉଦ୍ଘାଟିତ; ୩୫୦ ନୃତ୍ୟଶିଳ୍ପୀଙ୍କ ଅଂଶଗ୍ରହଣ, ଭାରତ ବାହାରୁ ୧୫…
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଡିସେମ୍ବର ୨୬ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପ ଠାରେ ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଶୁକ୍ରବାର କାର୍ଯ୍ୟକ୍ରମର…