ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ୬ ସାକ୍ଷୀଙ୍କ ବୟାନ ରେକର୍ଡ ଶେଷ
ବ୍ରହ୍ମପୁର: ବହୁଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିଛନ୍ତି କୋର୍ଟ । ଖୁବ୍ଶୀଘ୍ର ଦାଖଲ ହେବ ଚାର୍ଜସିଟ୍ । ନିର୍ଦ୍ଧାରିତ ସମୟରେ ଚାର୍ଜସିଟ ଦାଖଲ କରିବାକୁ ପୋଲିସ ପକ୍ଷରୁ ପ୍ରସ୍ତୁତି ଚାଲିଛି ।
ଗତ ଅକ୍ଟୋବର ୬ରେ ପୀତବାସ ପଣ୍ଡାଙ୍କୁ…