ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
କେନ୍ଦ୍ରାପଡ଼ା: ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ। କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ। ବାହାର କବାଟ ଦେଇ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଅଭିଯୋଗ। ମୃତକ ଗୋଗିନ୍ଦପୁର ଗାଁର ଜଣାପଡିଛି। ସାଇଣ୍ଟିଫିକ୍ ଟିମ୍କୁ ନେଇ ପୋଲିସର ତଦନ୍ତ ଆରମ୍ଭ କରିଛି।
ମୃତ…