OTET Result: ପ୍ରକାଶ ପାଇଲା OTET-୨୦୨୫ ରେଜଲ୍ଟ;ମୋଟ୍ ୧ ଲକ୍ଷ ୬ ହଜାର ୪୧ ଉତ୍ତୀର୍ଣ୍ଣ
କଟକ: OTET-୨୦୨୫ ରେଜଲ୍ଟ ପ୍ରକାଶ ପାଇଛି । ୨୦୨୫ ଡିସେମ୍ବର ୨୫ ତାରିଖ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ
ହୋଇଥିବାବେଳେ ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୩, ୯୫୪ ଉତ୍ତୀର୍ଣ୍ଣ ହୋଇଛନ୍ତି ।…