ବ୍ୟାଡମିଣ୍ଟନ ତାରକା ଶ୍ୱେତପର୍ଣ୍ଣା ପଣ୍ଡାଙ୍କୁ ୩୩ତମ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର: ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡାଙ୍କୁ ଚଳିତ ବର୍ଷର ୩୩ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଇଛି। ଏଥିରେ ଟ୍ରଫି ସହିତ ୭ ଲକ୍ଷ ଟଙ୍କାର ନଗଦ ପୁରସ୍କାର ପ୍ରଦାନ କରାଯାଇଥିଲା।
ଉପ ବିଜେତା ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଏବଂ ଟେନିସ୍ ଖେଳାଳି ଆହାନଙ୍କୁ ମଧ୍ୟ…