Monsoon Session: ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ, ଆସିପାରେ ବଡ଼ ବିଲ୍
ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ। ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିଛି। ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ।
ଚଳିତ…