ନୂଆ DPDP ନିୟମ କ’ଣ?, ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ତଥ୍ୟକୁ ଦେବ ସୁରକ୍ଷା…
ନୂଆଦିଲ୍ଲୀ: ଭାରତ ସରକାର ଆନୁଷ୍ଠାନିକ ଭାବରେ ଡିଜିଟାଲ୍ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା (DPDP) ନିୟମ ୨୦୨୫ କାର୍ଯ୍ୟକାରୀ କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଏଥିପାଇଁ ଏକ ବିଜ୍ଞପ୍ତି ଜାରି କରିଛି। ଏହି ନିୟମ କାର୍ଯ୍ୟକାରୀ ହେବା ପରେ, କମ୍ପାନୀଗୁଡ଼ିକୁ ସଂଗ୍ରହ…