Latest Odisha News

BREAKING NEWS

ଶିଶୁ କର୍କଟ ଚିକିତ୍ସା ନିମନ୍ତେ ଏମଓୟୁ ସ୍ୱାକ୍ଷର…

ଭୁବନେଶ୍ୱର: ଶିଶୁ କର୍କଟ ଚିକିତ୍ସା ନିମନ୍ତେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏବଂ କ୍ୟାନକିଡ୍ସ କିଡ୍ସକ୍ୟାନ ମଧ୍ୟରେ ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟରେ ବୁଝାମଣାପତ୍ର (MoU) ସ୍ୱାକ୍ଷର ହୋଇଛି। ଏହି ବୁଝାମଣାପତ୍ର ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ଡକ୍ଟର ନୀଳକଣ୍ଠ ମିଶ୍ର ଏବଂ…

ପ୍ରଭାତ ଓ ବିରଞ୍ଚିଙ୍କୁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ଭାବେ ସମ୍ମାନିତ

କଟକ: ପ୍ରଯୁକ୍ତିବିଦ୍ୟାର ଦ୍ରୁତ ବିକାଶ ସତ୍ତ୍ବେ ପ୍ରୁଫ୍-ସଂଶୋଧନ ଉପରେ ଗୁରୁତ୍ୱ ଦିଆଯାଉ ନଥିବାରୁ ଓଡ଼ିଆ ଭାଷାରେ ନିର୍ଭୁଲ ଭାବରେ ପ୍ରକାଶିତ ପୁସ୍ତକ ଦୃଷ୍ଟିଗୋଚର ହେଉନାହିଁ। ବ୍ୟବସାୟ ପ୍ରତିଷ୍ଠାନରେ ଲାଗିଥିବା ନାମଫଳକ ଏବଂ ସଭା ଓ ଶୋଭାଯାତ୍ରାରେ ବ୍ୟବହୃତ ବ୍ୟାନରରେ ମଧ୍ୟ…

ଓଡ଼ିଶା ପୋଲିସର ନୂଆ ୱେବସାଇଟ୍‌ ଲଞ୍ଚ କଲେ ଡିଜିପି

ଭୁବନେଶ୍ବର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡ଼ିଶା ପୋଲିସର ଲୋକସେବା ଓ ପାରଦର୍ଶିତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ  ଆଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏକ ନୂଆ ୱେବସାଇଟ୍‌କୁ ଲୋକାର୍ପଣ କରିଛନ୍ତି। ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଆୟୋଜିତ ହୋଇଥିବା ଏକ…

ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି, ଜାଣନ୍ତୁ କେବେ ରହିଛି ଆବେଦନର ଶେଷ ତାରିଖ

ଭୁବନେଶ୍ୱର: ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି। କୃଷି ବିଦ୍ୟାନିଧି ଯୋଜନା ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଛାତ୍ରବୃତ୍ତି ଯୋଜନା ଅଟେ। ଓଡ଼ିଶା ସରକାରଙ୍କ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ସିଏମ୍-କିସାନ୍ ଯୋଜନା ଅଧୀନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ…

ଦିଲ୍ଲୀ ବାୟୁ ପ୍ରଦୂଷଣ: ସ୍କୁଲରେ ଅନଲାଇନ କ୍ଲାସ କରିବାକୁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁଁ ଶିକ୍ଷା ନିର୍ଦ୍ଦେଶାଳୟ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ କ୍ଲାସ ଗୁଡ଼ିକ…

ବାଜିଲା ବିଏମସି ନିର୍ବାଚନ ବିଗୁଲ, କେଉଁଦିନ ହେବ ଭୋଟିଂ ଓ କାଉଣ୍ଟିଂ ଜାଣନ୍ତୁ…

ନୂଆଦିଲ୍ଲୀ: ମୁମ୍ୱାଇ ନଗର ନିଗମ ନିର୍ବାଚନକୁ ନେଇ ରାଜ୍ୟ ନିର୍ବାଚନ ଆୟୋଗ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ମୁମ୍ୱାଇ ନଗର ନିଗମ (ବିଏମସି) ଓ ଆଉ ୨୮ଟି ନଗର ନିଗମର ନିର୍ବାଚନ ୧୫ ଜାନୁଆରୀ ୨୦୨୬ରେ ଅନୁଷ୍ଠିତ ହେବ ଏବଂ ଭୋଟ ଗଣନା ୧୬ ଜାନୁଆରୀ ୨୦୨୬ରେ ହେବ। ରାଜ୍ୟ ନିର୍ବାଚନ ଆୟୋଗ…

ଦୁର୍ନୀତି ମାମଲାରେ ପୂର୍ବତନ ସରପଞ୍ଚ ଓ ଗ୍ରାମ ସଂଯୋଜକ ଦୋଷୀ ସାବ୍ୟସ୍ତ

ଭୁବନେଶ୍ବର: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦାୟର ଏକ ଦୁର୍ନୀତି ମାମଲାରେ କେନ୍ଦୁଝରର ଭିଜିଲାନ୍ସ କୋର୍ଟ ଚମ୍ପୁଆ ବ୍ଲକ ଅନ୍ତର୍ଗତ ଷଡ଼ଙ୍ଗୀ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ସଦାନନ୍ଦ ନାଏକ ଏବଂ ପୂର୍ବତନ ଗ୍ରାମ ସଂଯୋଜକ ଶ୍ରୀପଦ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…

ଆଇଆଇଆଇଟି-ଭୁବନେଶ୍ୱରରେ କ୍ରିପ୍ଟୋଗ୍ରାଫି ଓ ସୂଚନା ସୁରକ୍ଷା ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭ 

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଇଣ୍ଟରନ୍ୟାସନାଲ୍ ଇନ୍‌ଷ୍ଟିଟ୍ୟୁଟ୍ ଅଫ୍ ଇନ୍‌ଫର୍ମେସନ୍ ଟେକ୍ନୋଲୋଜି (ଆଇଆଇଆଇଟି) ‘ଇଣ୍ଡୋକ୍ରିପ୍ଟ’ ୨୦୨୫ ଉଦଘାଟିତ ହୋଇଛି। ଏହି ୪ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ କ୍ରିପ୍ଟୋଗ୍ରାଫି ଓ ସୂଚନା ସୁରକ୍ଷା ଉପରେ ଆଲୋଚନା ହେବ। ଏହି ସମ୍ମିଳନୀରେ ବିଶ୍ୱରୁ…

ସେନା ବାହିନୀରେ ଭାଙ୍ଗିଲା ୯୩ ବର୍ଷର ରେକର୍ଡ; ଟେରିଟୋରିଆଲ୍ ଆର୍ମିରେ ପ୍ରଥମ ମହିଳା ଲେଫ୍ଟନାଣ୍ଟ…

ନୂଆଦିଲ୍ଲୀ: ଡେରାଡୁନର ଇଣ୍ଡିଆନ୍ ମିଲିଟାରୀ ଏକାଡେମୀ (ଆଇଏମଏ)ରେ ଏକ ନୂଆ ଏବଂ ଗୌରବମୟ ଅଧ୍ୟାୟ ଲେଖାଯାଇଛି। ୯୩ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳା ଅଫିସର କ୍ୟାଡେଟ୍ ଏହି ପ୍ରତିଷ୍ଠିତ ପ୍ରତିଷ୍ଠାନରେ ସଫଳତାର ସହିତ ତାଲିମ ସମାପ୍ତ କରିଛନ୍ତି। ଏହି ସମ୍ମାନ ମହାରାଷ୍ଟ୍ରର…

ନୀତିନ ନବୀନଙ୍କୁ କାହିଁକି ଏତେ ବଡ଼ ଦାୟିତ୍ୱ ଦେଲା ବିଜେପି?

ନୂଆଦିଲ୍ଲୀ: ବିହାରର ଏନଡିଏ ସରକାରଙ୍କ ମନ୍ତ୍ରୀ ଏବଂ ଯୁବ ନେତା ନୀତିନ ନବୀନଙ୍କୁ ଜାତୀୟ କାର୍ଯ୍ୟକାରିଣୀ ସଭାପତି ଭାବରେ ବିଜେପି ନିଯୁକ୍ତ କରିଛି। ଏପରି ଜଣେ ଯୁବ ନେତାଙ୍କ ନିଯୁକ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ…