ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ, ସଂଶୋଧନ କରିବେ ରାଜ୍ୟ ସରକାର
ଭୁବନେଶ୍ୱର: ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ। ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର। ମୋଟ୍ ୧୧ ଜିଲ୍ଲାର ୨୫ଟି ସ୍ଥାନରେ ଇଂରାଜୀ ନାଁ ମଧ୍ୟ ସଂଶୋଧନ ହେବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଏଣିକି ଓଡ଼ିଆ ନାଁ ଅନୁସାରେ ରହିବ…