Latest Odisha News

BREAKING NEWS

ଅନୁଭୂତିରେ ଶ୍ରୀଜଗନ୍ନାଥ: ବିଷମକଟକ, ମୁଁ, ମୋ ଭାଇ ଓ ମୋ ଠାକୁର…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଦୁଇ ମାସ ତଳର କଥା। ମୋ ଜନ୍ମଦିନର ଗୋଟେ ଦିନ ପରେ। ଭାଇ ଆସି ଥାଏ ବିଶ୍ଵନାଥପୁର (ଲାଞ୍ଜିଗଡ଼)। ସେଦିନ ସକାଳେ ଥୁଆମୂଳ ରାମପୁର ଯିବୁ କହି ଭାଇ ର ମୋର ପ୍ରସ୍ତୁତ ହେଲୁ। କିନ୍ତୁ ଘରୁ ବହାରିଛୁ କି ନାହିଁ…

ଅନୁଭୂତିରେ ଜଗନ୍ନାଥ

ଅନୁଭୂତିରେ ଜଗନ୍ନାଥ ପାର୍ଥସାରଥୀ ସାମଲ ୨୦୧୩ ମସିହା। ବାଣୀବିହାରରେ ସ୍ନାତକୋତ୍ତର ପ୍ରଥମ ବର୍ଷ ସରିଥାଏ। ଗୋପବନ୍ଧୁ ଛାତ୍ରାବାସରେ ଥିଲୁ। ରଥଯାତ୍ରା ପୂର୍ବଦିନ ଛାତ୍ରାବାସର କିଛି ସାଙ୍ଗ ନିଷ୍ପତି ନେଲୁ ଯେ ଶ୍ରୀଗୁଣ୍ଡିଚାରେ ପୁରୀ ଯିବା। ପୁରୀରୁ ଜଣେ ସାଙ୍ଗ ଥିଲା। ତାକୁ ଆମର ଲିଡର…

ଦୋଳି ଡାକ କଟକଟ

ଦୋଳି ଡାକ କଟକଟ ପାର୍ଥସାରଥୀ ସାମଲ ବରଷକେ ଥରେ ଆସିଛି ରଜ। ଆସିଛି ରଜ ଲୋ ଘେନି ନୂଆ ସଜବାଜ। ଆଜି ପହିଲି ରଜ। ତା ପାଇଁ କେତେ ସଜବାଜ। କି ଉଦ୍ଦୀପନା ! କିନ୍ତୁ ଆଜିର ଏ ରଜ ଦେଖିଲେ ଲାଗୁଛି ନା ସେ ସଜବାଜ ଅଛି ନା ସେ ରଜ। ସଜବାଜ ରଜ ଥିବ ଆଠ ଦିନ କି ମାସେ। ଘରର ଯେତେକ କୁନି କୁନି…