ସାବରମତୀ : ଜାତିର ଜୀବନ୍ତ କିମ୍ବଦନ୍ତୀ
ପ୍ରହଲାଦ କୁମାର ସିଂହଙ୍କର ନିୟମିତ ସ୍ତମ୍ବ ‘ଗାନ୍ଧୀ କଥା’
"ସାବରମତୀକେ ସନ୍ଥ ତୁନେ କର୍ଦିୟା କମାଲ୍ " ଆଶା ଭୋନ୍ସଲେଙ୍କ ଏହି ଲୋକପ୍ରିୟ ସଙ୍ଗୀତ ବର୍ଷ ବର୍ଷ ଧରି ଲକ୍ଷ ଲକ୍ଷ ଲୋକ ଗୁଣୁଗୁଣେଇବା ସହ ସାବରମତୀର ସନ୍ଥ ଜାତିର ଜନକ ମହାମାନବ ମହାତ୍ମା ଗାନ୍ଧୀଙ୍କ ଅମ୍ଳାନ ସ୍ମୃତି…