ଜିଏସ୍ଟି କ୍ଷତିପୂରଣ ପ୍ରସଙ୍ଗ; ୮ ଘଣ୍ଟାରେ ବି ହୋଇପାରିଲାନି ସମାଧାନ
ନୂଆଦିଲ୍ଲୀ: ଜିଏସ୍ଟି କ୍ଷତିପୂରଣ ରାଶିକୁ ନେଇ ଜିଏସ୍ଟି ପରିଷଦ ବୈଠକରେ ଦୀର୍ଘ ସମୟ ଆଲୋଚନା ହୋଇଥିଲା। ଦୀର୍ଘ ୮ ଘଣ୍ଟା କାଳ ଆଲୋଚନା ହୋଇଥିଲେ ସୁଦ୍ଧା କ୍ଷତିପୂରଣ ରାଶିକୁ ନେଇ କୌଣସି ସମାଧାନ ବାହାରି ପାରି ନ ଥିଲା।
ଏହି ସମସ୍ୟାର ସମାଧାନ କରିବା ଲାଗି ଚଳିତ ମାସ ୧୨…